Verwandte Artikel zu RuRuRu RuRu

Sahoo, Raghunath RuRuRu RuRu ISBN 13: 9781645602224

RuRuRu RuRu - Softcover

 
9781645602224: RuRuRu RuRu

Inhaltsangabe

ଶିଶୁ ଓ କିଶୋର ଆସନ୍ତାକାଲିର ସମ୍ଭାବନା । ଏହି ବୟସରେ ସେ ନିଜକୁ ଗଢ଼େ । ଭବିଷ୍ୟତର ବିରାଟ ବୋଝ ବୋହିବାକୁ ସଂକଳ୍ପ କରେ । ନିଜ ଭିତରେ ଉକୁଟି ଉଠୁଥିବା ଆଭାସ ଓ ଆବେଦନକୁ ସେ ପରିପ୍ରକାଶ କରିବାକୁ ଚାହୁଁଥିବାବେଳେ ତାହାକୁ ଆହୁରି ତରଙ୍ଗାୟିତ କରିବା ପାଇଁ ଆମେ ବଡ଼ମାନେ ତାଙ୍କପାଇଁ ବାଡ଼ ନ ହୋଇ ମଶାଲ ପାଲଟିଲେ , ସେମାନେ ସହଜରେ ଅନ୍ଧାର ପଥ ଅତିକ୍ରମ କରିପାରିବେ ।

             ଶିଶୁଟି ପଢ଼ିବସିଲେ ଆଉ ଏକ ଦୁନିଆରେ ପହଂଚିଯାଏ । ପ୍ରତିପୃଷ୍ଠାରେ ତା ଚାରିପାଖରେ ବାପାବୋଉ, ସାଙ୍ଗସାଥୀ, ପରିବାର ବ୍ୟତିରେକ ଆଉ କେତେକ ଚରିତ୍ର ଓ ଘଟଣାକ୍ରମ ତାକୁ ଆକର୍ଷିତ କରିଥାଏ । ଦୁନିଆକୁ ଜାଣିବସେ । ନିଜର ସ୍ଥିତି ଅବସ୍ଥିତିକୁ ବୁଝିପାରେ । ଗଛ, ପାହାଡ଼, ନଦୀ, ସାଗର, ଆକାଶ, ମାଟିରେ ଗଢ଼ି ହେଉଥିବା ଜୀବନମାନଙ୍କୁ ଜାଣି ନିଜ କଅଁଳ ଆଖିରେ କଳ୍ପନା କରିବସେ ଓ ସାତରଙ୍ଗରେ ରଙ୍ଗେଇବାକୁ ଚେଷ୍ଟାକରେ । ଶାସନ ଅନୁଶାସନର ଅର୍ଗଳି ମଧ୍ୟରେ ଅସରନ୍ତି ପାହାଚରେ ପାଦ ଥାପିବାକୁ ପଛାଏନି । ପ୍ରତିଯୋଗିତାର ପୃଥିବୀରେ ପାରିଲା ପଣିଆର ପାରଦର୍ଶିତାକୁ ପ୍ରତିପାଦନ କରିବାକୁ ଆଶା ବାନ୍ଧେ । ଜୀବନ କାନ୍‌ଭାସ୍‌ରେ ଚିତ୍ରିତ ଦିଗକୁ ସ୍ୱତନ୍ତ୍ର କରିବାର ସୁଯୋଗକୁ ହାତଛଡ଼ା କରେନା ।

             ଏଇ ସାଧନାର ଶୁଭବେଳାରେ ମୁଁ ନିଜ ବୟସରୁ ଝର୍କା ଦେଇ ଓହ୍ଲେଇ ଆସିଛି । ବୟସକୁ ପଛେଇ ଦେଇ ନିଜେ ଶିଶୁଟିଏ ପାଲଟି ତାଙ୍କ ହାତରେ ଧରେଇଦେବାକୁ ଚେଷ୍ଟା କରିଛି ଶିଶୁ କବିତା ଗୁଚ୍ଛ ’ରୁରୁରୁ ରୁରୁ’ କୁ । ଶିଶୁମନରେ ଆମୋଦ ସହିତ ଆଗାମୀ କାଲିରେ ଏକଏକ ନାୟକ ହେବାକୁ ସଂକଳ୍ପ କରି ସଫଳତା ପାଇଁ ମୋ ହୃଦୟର ଆବେଦନ କବିତାଗୁଚ୍ଛ ଗୁଣ୍ଡୁଚିମୂଷାର ଭୂମିକା ନେବ ବୋଲି ଆଶା ବାନ୍ଧିଛି । 


Die Inhaltsangabe kann sich auf eine andere Ausgabe dieses Titels beziehen.

Über die Autorin bzw. den Autor

ରଘୁନାଥ ସାହୁ ଓଡିଆ ନାଟକ, ଗଳ୍ପ, ପ୍ରବନ୍ଧ ଓ କବିତା ରଚନା କ୍ଷେତ୍ରରେ ଏକ ଅନନ୍ୟ ଉଚ୍ଚାରଣ । ଶ୍ରୀ ସାହୁଙ୍କର ଜନ୍ମ ୧୯୭୧ ମସିହା ଜାନୁଆରୀ ୨୩ ତାରିଖ ଦିନ ଜଗତ୍‌ସିଂହପୁର ଜିଲ୍ଲାର କୁଜଙ୍ଗ ସ୍ଥିତ ବଳରାମପୁର ଗ୍ରାମରେ । ପ୍ରକାଶିତ ୨୨ଟି ନାଟକ ମଧ୍ୟରୁ "ଆଖଡାଘର", "ନାଟ୍ୟଗ୍ରନ୍ଥ", "ଡିମିରିଫୁଲ" ଓ ଏକାଙ୍କିକା ମଧ୍ୟରୁ "ଓ ଓହଳମାନେ", "ଏକ ଏକ ଏକାଙ୍କିକା" ଆଦି ବେଶ୍ ଜନାଦୃତ । ଗଳ୍ପ "ମାଟିର ମୁହୂର୍ତ୍ତ", "ଛକ", "ଉତର ପୁରୁଷ" ଓ ଶିଶୁ କିଶୋର କବିତା ପୁସ୍ତକ "ବୋଉ ବୋଉକା" ପ୍ରକାଶ ପାଇ ପାଠକୀୟ ଆଦୃତି ଲାଭ କରିଛି । ରାଜ୍ୟ କଳା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ, ଓଡିଶା ଓ ଡକ୍ଟର ହରେକୃଷ୍ଣ ମହତାବ ଜୟନ୍ତୀ କମିଟି ସମେତ ଓଡିଶାର ବହୁ କଳା ସାହିତ୍ୟ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ଶ୍ରୀ ସାହୁଙ୍କୁ ମିଳିଛି ଅନେକ ସ୍ୱୀକୃତି ଓ ସମ୍ବର୍ଦ୍ଧନା । ଏହି ଶିଶୁ କିଶୋର କବିତା "ରୁରୁରୁ ରୁରୁ" କୁନି କୁନି ପିଲାମାନଙ୍କୁ ଦୁନିଆକୁ ଚିହ୍ନେଇବା ସହିତ ଅସୁମାରି ସମ୍ଭାବନାର ସାକାର ରୂପର ଉପହାର ।

„Über diesen Titel“ kann sich auf eine andere Ausgabe dieses Titels beziehen.

Gratis für den Versand innerhalb von/der USA

Versandziele, Kosten & Dauer

Suchergebnisse für RuRuRu RuRu

Beispielbild für diese ISBN

Sahoo, Raghunath
Verlag: Black Eagle Books, 2021
ISBN 10: 1645602222 ISBN 13: 9781645602224
Neu Softcover

Anbieter: California Books, Miami, FL, USA

Verkäuferbewertung 5 von 5 Sternen 5 Sterne, Erfahren Sie mehr über Verkäufer-Bewertungen

Zustand: New. Bestandsnummer des Verkäufers I-9781645602224

Verkäufer kontaktieren

Neu kaufen

EUR 16,79
Währung umrechnen
Versand: Gratis
Innerhalb der USA
Versandziele, Kosten & Dauer

Anzahl: Mehr als 20 verfügbar

In den Warenkorb

Beispielbild für diese ISBN

Sahoo, Raghunath
Verlag: Black Eagle Books, 2021
ISBN 10: 1645602222 ISBN 13: 9781645602224
Neu Softcover

Anbieter: Lucky's Textbooks, Dallas, TX, USA

Verkäuferbewertung 5 von 5 Sternen 5 Sterne, Erfahren Sie mehr über Verkäufer-Bewertungen

Zustand: New. Bestandsnummer des Verkäufers ABLIING23Mar2811580255272

Verkäufer kontaktieren

Neu kaufen

EUR 13,38
Währung umrechnen
Versand: EUR 3,42
Innerhalb der USA
Versandziele, Kosten & Dauer

Anzahl: Mehr als 20 verfügbar

In den Warenkorb

Beispielbild für diese ISBN

Sahoo, Raghunath
Verlag: LIGHTNING SOURCE INC, 2021
ISBN 10: 1645602222 ISBN 13: 9781645602224
Neu PAP
Print-on-Demand

Anbieter: PBShop.store US, Wood Dale, IL, USA

Verkäuferbewertung 5 von 5 Sternen 5 Sterne, Erfahren Sie mehr über Verkäufer-Bewertungen

PAP. Zustand: New. New Book. Shipped from UK. THIS BOOK IS PRINTED ON DEMAND. Established seller since 2000. Bestandsnummer des Verkäufers L0-9781645602224

Verkäufer kontaktieren

Neu kaufen

EUR 20,90
Währung umrechnen
Versand: Gratis
Innerhalb der USA
Versandziele, Kosten & Dauer

Anzahl: Mehr als 20 verfügbar

In den Warenkorb

Beispielbild für diese ISBN

Sahoo, Raghunath
Verlag: LIGHTNING SOURCE INC, 2021
ISBN 10: 1645602222 ISBN 13: 9781645602224
Neu PAP
Print-on-Demand

Anbieter: PBShop.store UK, Fairford, GLOS, Vereinigtes Königreich

Verkäuferbewertung 5 von 5 Sternen 5 Sterne, Erfahren Sie mehr über Verkäufer-Bewertungen

PAP. Zustand: New. New Book. Delivered from our UK warehouse in 4 to 14 business days. THIS BOOK IS PRINTED ON DEMAND. Established seller since 2000. Bestandsnummer des Verkäufers L0-9781645602224

Verkäufer kontaktieren

Neu kaufen

EUR 19,09
Währung umrechnen
Versand: EUR 3,79
Von Vereinigtes Königreich nach USA
Versandziele, Kosten & Dauer

Anzahl: Mehr als 20 verfügbar

In den Warenkorb

Beispielbild für diese ISBN

Sahoo, Raghunath
Verlag: Black Eagle Books, 2021
ISBN 10: 1645602222 ISBN 13: 9781645602224
Neu Softcover

Anbieter: Books Puddle, New York, NY, USA

Verkäuferbewertung 4 von 5 Sternen 4 Sterne, Erfahren Sie mehr über Verkäufer-Bewertungen

Zustand: New. pp. 156. Bestandsnummer des Verkäufers 26391609527

Verkäufer kontaktieren

Neu kaufen

EUR 26,33
Währung umrechnen
Versand: EUR 3,42
Innerhalb der USA
Versandziele, Kosten & Dauer

Anzahl: 4 verfügbar

In den Warenkorb

Beispielbild für diese ISBN

Raghunath Sahoo, Tanuj Mallick
ISBN 10: 1645602222 ISBN 13: 9781645602224
Neu Paperback

Anbieter: Chiron Media, Wallingford, Vereinigtes Königreich

Verkäuferbewertung 4 von 5 Sternen 4 Sterne, Erfahren Sie mehr über Verkäufer-Bewertungen

Paperback. Zustand: New. Bestandsnummer des Verkäufers 6666-IUK-9781645602224

Verkäufer kontaktieren

Neu kaufen

EUR 14,12
Währung umrechnen
Versand: EUR 17,84
Von Vereinigtes Königreich nach USA
Versandziele, Kosten & Dauer

Anzahl: 10 verfügbar

In den Warenkorb

Beispielbild für diese ISBN

Sahoo, Raghunath
Verlag: Black Eagle Books, 2021
ISBN 10: 1645602222 ISBN 13: 9781645602224
Neu Softcover
Print-on-Demand

Anbieter: Majestic Books, Hounslow, Vereinigtes Königreich

Verkäuferbewertung 5 von 5 Sternen 5 Sterne, Erfahren Sie mehr über Verkäufer-Bewertungen

Zustand: New. Print on Demand pp. 156. Bestandsnummer des Verkäufers 388023144

Verkäufer kontaktieren

Neu kaufen

EUR 25,04
Währung umrechnen
Versand: EUR 7,49
Von Vereinigtes Königreich nach USA
Versandziele, Kosten & Dauer

Anzahl: 4 verfügbar

In den Warenkorb

Beispielbild für diese ISBN

Raghunath Sahoo
Verlag: Black Eagle Books, 2021
ISBN 10: 1645602222 ISBN 13: 9781645602224
Neu Paperback / softback
Print-on-Demand

Anbieter: THE SAINT BOOKSTORE, Southport, Vereinigtes Königreich

Verkäuferbewertung 5 von 5 Sternen 5 Sterne, Erfahren Sie mehr über Verkäufer-Bewertungen

Paperback / softback. Zustand: New. This item is printed on demand. New copy - Usually dispatched within 5-9 working days 140. Bestandsnummer des Verkäufers C9781645602224

Verkäufer kontaktieren

Neu kaufen

EUR 19,88
Währung umrechnen
Versand: EUR 13,99
Von Vereinigtes Königreich nach USA
Versandziele, Kosten & Dauer

Anzahl: Mehr als 20 verfügbar

In den Warenkorb

Beispielbild für diese ISBN

Sahoo, Raghunath
Verlag: Black Eagle Books, 2021
ISBN 10: 1645602222 ISBN 13: 9781645602224
Neu Softcover
Print-on-Demand

Anbieter: Biblios, Frankfurt am main, HESSE, Deutschland

Verkäuferbewertung 5 von 5 Sternen 5 Sterne, Erfahren Sie mehr über Verkäufer-Bewertungen

Zustand: New. PRINT ON DEMAND pp. 156. Bestandsnummer des Verkäufers 18391609533

Verkäufer kontaktieren

Neu kaufen

EUR 26,64
Währung umrechnen
Versand: EUR 9,95
Von Deutschland nach USA
Versandziele, Kosten & Dauer

Anzahl: 4 verfügbar

In den Warenkorb

Foto des Verkäufers

Sahoo, Raghunath
Verlag: BLACK EAGLE BOOKS, 2021
ISBN 10: 1645602222 ISBN 13: 9781645602224
Neu Kartoniert / Broschiert

Anbieter: moluna, Greven, Deutschland

Verkäuferbewertung 4 von 5 Sternen 4 Sterne, Erfahren Sie mehr über Verkäufer-Bewertungen

Kartoniert / Broschiert. Zustand: New. Bestandsnummer des Verkäufers 596616229

Verkäufer kontaktieren

Neu kaufen

EUR 21,99
Währung umrechnen
Versand: EUR 48,99
Von Deutschland nach USA
Versandziele, Kosten & Dauer

Anzahl: Mehr als 20 verfügbar

In den Warenkorb

Es gibt 1 weitere Exemplare dieses Buches

Alle Suchergebnisse ansehen