Verwandte Artikel zu Tathapi Asiba Pheri

Nayak, Santosh Kumar Tathapi Asiba Pheri ISBN 13: 9781645606086

Tathapi Asiba Pheri - Softcover

 
9781645606086: Tathapi Asiba Pheri

Inhaltsangabe

କବିତା ଯେ ନୀରସ, କଠୋର ହୃଦୟରୁ ବାହାରି ପାରେନା? ତେବେ ଝରଣାର ଜନ୍ମ ହୁଏ କିପରି, କେଉଁଠାରୁ, କାହା ଛାତି ଚିରି? କବିତା ଓ ଝରଣା ମଧ୍ୟରେ ଆପଣ ପ୍ରଭେଦ ବାରିପାରିବେ ନିଶ୍ଚିତ, କିନ୍ତୁ କେତେଟା? ଝରଣା ପ୍ରବହମାନ। କବିତା ପ୍ରବହମାନ। ଝରଣା ନାରୀଟିଏ। କବିତା ନାରୀଟିଏ। ଉଭୟରେ ଭଗିନୀ, ଜନନୀ, ଜାୟା, ମାତାମହ ଆଦି ଶବ୍‌ଦର ଜୀବନ୍ତ ସଂଜ୍ଞା ରହିଛି। କବିତା କେତେବେଳେ ନଦୀ, କେତେବେଳେ ଝରଣା। କବିତାକୁ ଦନ୍ତୁରତା ରୋକିପାରେନା।

ଆଜି ସେ ନାହାଁନ୍ତି। ଥିଲେ କେତେ ଭଲ ହୋଇଥାଆନ୍ତା। ମୋର ସବୁ ବହି, ମୋର ପ୍ରଗତିକୁ ଦେଖି ସେ କେତେ ଖୁସି ହୋଇଥାଆନ୍ତେ, ସେଇଥିରେ ମୋର ପେଟ-ମନ-ଆତ୍ମା ପୂରିଉଠି ଥାଆନ୍ତା। ତାଙ୍କରି ପାଇଁ, ତାଙ୍କରି ଯାତ୍ରାପଥ ପାଇଁ, ତାଙ୍କରି ଆସିବା ଓ ଯିବା, ଯିବା ଓ ଆସିବା ପାଇଁ ଏଇ ପଥ- ଏଇ ଶବ୍‌ଦ ପଥ।

Die Inhaltsangabe kann sich auf eine andere Ausgabe dieses Titels beziehen.

Über die Autorin bzw. den Autor

ଡକ୍ଟର ସନ୍ତୋଷ କୁମାର ନାୟକ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିଗତ ଗବେଷଣା ତଥା ସମାଲୋଚନା କ୍ଷେତ୍ରରେ ଏକ ଗମ୍ଭୀର ଉଚ୍ଚାରଣ। ବିଶେଷ କରି ଭାଷାତତ୍ତ୍ୱ, ସାହିତ୍ୟତତ୍ତ୍ୱ ଓ ତୁଳନାତ୍ମକ ଅଧ୍ୟୟନ କ୍ଷେତ୍ରରେ ଡକ୍ଟର ନାୟକଙ୍କ ସିଦ୍ଧି ଅନତିକ୍ରମ୍ୟ। ଓଡ଼ିଆ ପ୍ରବନ୍ଧ, ସମାଲୋଚନା, କବିତା, କ୍ଷୁଦ୍ରଗଳ୍ପ, ରମ୍ୟରଚନା, ସ୍ମୃତିକଥା, ସମ୍ପାଦନା, ଅନୁବାଦ, ସ୍ତମ୍ଭରଚନା ଓ ପତ୍ରିକା ସମ୍ପାଦନା ପ୍ରଭୃତି କ୍ଷେତ୍ରରେ ତାଙ୍କର ଅନୁପ୍ରବେଶ ଓ ସାରସ୍ୱତ ସଫଳତା ଏକାନ୍ତ ଦୃଷ୍ଟାନ୍ତମୂଳକ। ଅଧ୍ୟୟନ, ଅଧ୍ୟାପନା ଓ ବୃତ୍ତିଗତ କ୍ଷେତ୍ରରେ ତାଙ୍କର ସଫଳତା ଏକାନ୍ତ ଈର୍ଷଣୀୟ ଓ ଅଦ୍ୱିତୀୟ। ଓଡ଼ିଆ ସ୍ନାତକୋତ୍ତର ଶ୍ରେଣୀରେ ୨୦୧୩ ମସିହାରେ ପ୍ରଥମ ଶ୍ରେଣୀରେ ପ୍ରଥମ ସ୍ଥାନ ଅଧିକାର କରି ସ୍ୱର୍ଣ୍ଣପଦକ ହାସଲ କରିବା ସହ ଫକୀରମୋହନ ବିଶ୍ୱବିଦ୍ୟାଳୟରୁ ୨୦୧୪ ମସିହାରେ କଳାଭୂଷଣ (ଏମ୍‌.ଫିଲ୍‌.) ଶ୍ରେଣୀରେ ପ୍ରଥମ ଶ୍ରେଣୀରେ ପ୍ରଥମ ସ୍ଥାନ ଅଧିକାର କରି ଶେଷରେ ସଫଳତାର ସହ ଗବେଷଣା କରି ସେ ୨୦୧୯ ମସିହାରେ କଳାବିଭୂଷଣ (ପିଏଚ୍‌.ଡି.) ଉପାଧି ପ୍ରାପ୍ତ ହୋଇଥିଲେ। ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ଶତାଧିକ ଗବେଷଣାତ୍ମକ ପ୍ରବନ୍ଧ ଓ ଚାଳିଶିରୁ ଅଧିକ ସଂଖ୍ୟକ ପୁସ୍ତକର ସ୍ରଷ୍ଟା ଭାବରେ ତାଙ୍କର ଏକାଧିକ ମୌଳିକ ରଚନା ଉପରେ ଏକାଧିକ ଗବେଷଣା ସନ୍ଦର୍ଭ ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଉପସ୍ଥାପିତ ହେବା ସହ ୟୁନିଭର୍ସିଟି ଅଫ୍ ସେଣ୍ଟ୍ରାଲ୍ ଆମେରିକା ତରଫରୁ ବର୍ଷ ୨୦୨୨ରେ ତାଙ୍କୁ ସମ୍ମାନଜନକ ପରମଭୂଷଣ (ଡି.ଲିଟ୍‌.) ଉପାଧିରେ ସମ୍ମାନିତ କରିବା ତାଙ୍କ ନଭଶ୍ଚୁମ୍ବୀ ବ୍ୟକ୍ତିତ୍ୱର ପରିଚୟ ପ୍ରଦାନ କରେ। ଲେଖକ ଡକ୍ଟର ନାୟକଙ୍କ ଅନ୍ୟାନ୍ୟ ପୁସ୍ତକ ପରି ଏହି କବିତା ପୁସ୍ତକଟି ପୂର୍ବପରି ପାଠକୀୟ ଶ୍ରଦ୍ଧା ଲାଭ କରିବ ବୋଲି ଆଶା କରାଯାଏ। ସମ୍ପ୍ରତି ଡକ୍ଟର ନାୟକ ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧି-ସ୍ନାତକ ଓଡ଼ିଆ ବିଭାଗରେ ସହକାରୀ ପ୍ରଫେସର ଓ ବିଭାଗମୁଖ୍ୟ ରୂପେ କାର୍ଯ୍ୟରତ।

„Über diesen Titel“ kann sich auf eine andere Ausgabe dieses Titels beziehen.

Gebraucht kaufen

Zustand: Hervorragend | Sprache...
Diesen Artikel anzeigen

EUR 105,00 für den Versand von Deutschland nach USA

Versandziele, Kosten & Dauer

Gratis für den Versand innerhalb von/der USA

Versandziele, Kosten & Dauer

Suchergebnisse für Tathapi Asiba Pheri

Beispielbild für diese ISBN

Santosh Kumar Nayak
Verlag: Black Eagle Books, 2024
ISBN 10: 1645606082 ISBN 13: 9781645606086
Neu Paperback

Anbieter: Grand Eagle Retail, Mason, OH, USA

Verkäuferbewertung 5 von 5 Sternen 5 Sterne, Erfahren Sie mehr über Verkäufer-Bewertungen

Paperback. Zustand: new. Paperback. , ? , , ? , ? , , , ] , , , -- , , , - ] Shipping may be from multiple locations in the US or from the UK, depending on stock availability. Bestandsnummer des Verkäufers 9781645606086

Verkäufer kontaktieren

Neu kaufen

EUR 17,66
Währung umrechnen
Versand: Gratis
Innerhalb der USA
Versandziele, Kosten & Dauer

Anzahl: 1 verfügbar

In den Warenkorb

Beispielbild für diese ISBN

Nayak, Santosh Kumar
Verlag: Black Eagle Books, 2024
ISBN 10: 1645606082 ISBN 13: 9781645606086
Neu Softcover

Anbieter: California Books, Miami, FL, USA

Verkäuferbewertung 5 von 5 Sternen 5 Sterne, Erfahren Sie mehr über Verkäufer-Bewertungen

Zustand: New. Bestandsnummer des Verkäufers I-9781645606086

Verkäufer kontaktieren

Neu kaufen

EUR 17,66
Währung umrechnen
Versand: Gratis
Innerhalb der USA
Versandziele, Kosten & Dauer

Anzahl: Mehr als 20 verfügbar

In den Warenkorb

Foto des Verkäufers

Santosh Kumar Nayak
Verlag: Black Eagle Books, 2024
ISBN 10: 1645606082 ISBN 13: 9781645606086
Neu Paperback

Anbieter: Rarewaves.com USA, London, LONDO, Vereinigtes Königreich

Verkäuferbewertung 5 von 5 Sternen 5 Sterne, Erfahren Sie mehr über Verkäufer-Bewertungen

Paperback. Zustand: New. Bestandsnummer des Verkäufers LU-9781645606086

Verkäufer kontaktieren

Neu kaufen

EUR 22,63
Währung umrechnen
Versand: Gratis
Von Vereinigtes Königreich nach USA
Versandziele, Kosten & Dauer

Anzahl: Mehr als 20 verfügbar

In den Warenkorb

Beispielbild für diese ISBN

Nayak, Santosh Kumar
Verlag: Black Eagle Books, 2024
ISBN 10: 1645606082 ISBN 13: 9781645606086
Neu Softcover

Anbieter: Books Puddle, New York, NY, USA

Verkäuferbewertung 4 von 5 Sternen 4 Sterne, Erfahren Sie mehr über Verkäufer-Bewertungen

Zustand: New. Bestandsnummer des Verkäufers 26404076582

Verkäufer kontaktieren

Neu kaufen

EUR 24,34
Währung umrechnen
Versand: EUR 3,42
Innerhalb der USA
Versandziele, Kosten & Dauer

Anzahl: 4 verfügbar

In den Warenkorb

Beispielbild für diese ISBN

Nayak, Santosh Kumar
Verlag: Black Eagle Books, 2024
ISBN 10: 1645606082 ISBN 13: 9781645606086
Neu Softcover
Print-on-Demand

Anbieter: Majestic Books, Hounslow, Vereinigtes Königreich

Verkäuferbewertung 5 von 5 Sternen 5 Sterne, Erfahren Sie mehr über Verkäufer-Bewertungen

Zustand: New. Print on Demand. Bestandsnummer des Verkäufers 409077753

Verkäufer kontaktieren

Neu kaufen

EUR 22,60
Währung umrechnen
Versand: EUR 7,43
Von Vereinigtes Königreich nach USA
Versandziele, Kosten & Dauer

Anzahl: 4 verfügbar

In den Warenkorb

Beispielbild für diese ISBN

Santosh Kumar Nayak
Verlag: Black Eagle Books, 2024
ISBN 10: 1645606082 ISBN 13: 9781645606086
Neu Paperback / softback
Print-on-Demand

Anbieter: THE SAINT BOOKSTORE, Southport, Vereinigtes Königreich

Verkäuferbewertung 5 von 5 Sternen 5 Sterne, Erfahren Sie mehr über Verkäufer-Bewertungen

Paperback / softback. Zustand: New. This item is printed on demand. New copy - Usually dispatched within 5-9 working days 172. Bestandsnummer des Verkäufers C9781645606086

Verkäufer kontaktieren

Neu kaufen

EUR 20,91
Währung umrechnen
Versand: EUR 9,69
Von Vereinigtes Königreich nach USA
Versandziele, Kosten & Dauer

Anzahl: Mehr als 20 verfügbar

In den Warenkorb

Beispielbild für diese ISBN

Nayak, Santosh Kumar
Verlag: Black Eagle Books, 2024
ISBN 10: 1645606082 ISBN 13: 9781645606086
Neu Softcover

Anbieter: Ria Christie Collections, Uxbridge, Vereinigtes Königreich

Verkäuferbewertung 5 von 5 Sternen 5 Sterne, Erfahren Sie mehr über Verkäufer-Bewertungen

Zustand: New. In. Bestandsnummer des Verkäufers ria9781645606086_new

Verkäufer kontaktieren

Neu kaufen

EUR 17,91
Währung umrechnen
Versand: EUR 13,70
Von Vereinigtes Königreich nach USA
Versandziele, Kosten & Dauer

Anzahl: Mehr als 20 verfügbar

In den Warenkorb

Beispielbild für diese ISBN

Nayak, Santosh Kumar
Verlag: Black Eagle Books, 2024
ISBN 10: 1645606082 ISBN 13: 9781645606086
Neu Softcover
Print-on-Demand

Anbieter: Biblios, Frankfurt am main, HESSE, Deutschland

Verkäuferbewertung 5 von 5 Sternen 5 Sterne, Erfahren Sie mehr über Verkäufer-Bewertungen

Zustand: New. PRINT ON DEMAND. Bestandsnummer des Verkäufers 18404076588

Verkäufer kontaktieren

Neu kaufen

EUR 24,37
Währung umrechnen
Versand: EUR 9,95
Von Deutschland nach USA
Versandziele, Kosten & Dauer

Anzahl: 4 verfügbar

In den Warenkorb

Beispielbild für diese ISBN

Santosh Kumar Nayak
Verlag: Black Eagle Books, 2024
ISBN 10: 1645606082 ISBN 13: 9781645606086
Neu Paperback

Anbieter: CitiRetail, Stevenage, Vereinigtes Königreich

Verkäuferbewertung 5 von 5 Sternen 5 Sterne, Erfahren Sie mehr über Verkäufer-Bewertungen

Paperback. Zustand: new. Paperback. , ? , , ? , ? , , , ] , , , -- , , , - ] Shipping may be from our UK warehouse or from our Australian or US warehouses, depending on stock availability. Bestandsnummer des Verkäufers 9781645606086

Verkäufer kontaktieren

Neu kaufen

EUR 22,37
Währung umrechnen
Versand: EUR 42,31
Von Vereinigtes Königreich nach USA
Versandziele, Kosten & Dauer

Anzahl: 1 verfügbar

In den Warenkorb

Foto des Verkäufers

Santosh Kumar Nayak
Verlag: BLACK EAGLE BOOKS, 2024
ISBN 10: 1645606082 ISBN 13: 9781645606086
Neu Taschenbuch
Print-on-Demand

Anbieter: AHA-BUCH GmbH, Einbeck, Deutschland

Verkäuferbewertung 5 von 5 Sternen 5 Sterne, Erfahren Sie mehr über Verkäufer-Bewertungen

Taschenbuch. Zustand: Neu. nach der Bestellung gedruckt Neuware - Printed after ordering - ¿¿¿¿¿ ¿¿ ¿¿¿¿, ¿¿¿¿ ¿¿¿¿¿¿ ¿¿¿¿¿¿ ¿¿¿¿¿¿ ¿¿¿¿ ¿¿¿¿¿ ¿¿¿¿ ¿¿¿ ¿¿¿¿¿, ¿¿¿¿¿¿¿¿, ¿¿¿¿ ¿¿¿¿ ¿¿¿¿ ¿¿¿¿¿ ¿ ¿¿¿¿ ¿¿¿¿¿¿ ¿¿¿ ¿¿¿¿¿¿ ¿¿¿¿¿¿¿¿¿¿ ¿¿¿¿¿¿¿, ¿¿¿¿¿¿ ¿¿¿¿¿¿ ¿¿¿¿ ¿¿¿¿¿¿¿¿¿ ¿¿¿¿¿ ¿¿¿¿¿¿¿¿¿ ¿¿¿¿ ¿¿¿¿¿¿¿¿ ¿¿¿¿¿ ¿¿¿¿¿¿¿¿ ¿¿¿¿¿ ¿¿¿¿¿, ¿¿¿¿, ¿¿¿¿, ¿¿¿¿¿¿ ¿¿¿ ¿¿¿¿¿¿ ¿¿¿¿¿¿ ¿¿¿¿¿¿ ¿¿¿¿¿¿ ¿¿¿¿¿ ¿¿¿¿¿¿¿¿ ¿¿¿, ¿¿¿¿¿¿¿¿ ¿¿¿¿¿ ¿¿¿¿¿¿¿ ¿¿¿¿¿¿¿¿ ¿¿¿¿¿¿¿¿¿¿¿¿¿¿ ¿¿ ¿¿¿¿¿¿¿¿¿¿ ¿¿¿¿ ¿¿¿¿ ¿¿ ¿¿¿¿¿¿¿¿¿¿¿ ¿¿¿ ¿¿¿ ¿¿¿, ¿¿¿ ¿¿¿¿¿¿¿¿ ¿¿¿¿ ¿¿ ¿¿¿¿ ¿¿¿¿ ¿¿¿¿¿¿¿¿¿¿, ¿¿¿¿¿¿¿ ¿¿¿ ¿¿¿-¿¿-¿¿¿¿¿ ¿¿¿¿¿¿¿ ¿¿¿¿¿¿¿¿ ¿¿¿¿¿¿¿ ¿¿¿¿, ¿¿¿¿¿¿¿ ¿¿¿¿¿¿¿¿ ¿¿¿¿, ¿¿¿¿¿¿¿ ¿¿¿¿¿ ¿ ¿¿¿¿, ¿¿¿¿ ¿ ¿¿¿¿¿ ¿¿¿¿ ¿¿ ¿¿- ¿¿ ¿¿¿¿¿ ¿¿¿. Bestandsnummer des Verkäufers 9781645606086

Verkäufer kontaktieren

Neu kaufen

EUR 26,86
Währung umrechnen
Versand: EUR 60,86
Von Deutschland nach USA
Versandziele, Kosten & Dauer

Anzahl: 2 verfügbar

In den Warenkorb

Es gibt 2 weitere Exemplare dieses Buches

Alle Suchergebnisse ansehen